Compartir
Jadi Kintu Tathapi (en Oriya)
Snehsudha Misra (Autor)
·
Black Eagle Books
· Tapa Blanda
Jadi Kintu Tathapi (en Oriya) - Snehsudha Misra
Libro Nuevo
Importado
Envío: 17 a 22 días háb.
$ 908.71$ 408.92
Costos de importación incluídos en el precio ✅
Reseña del libro "Jadi Kintu Tathapi (en Oriya)"
ଯେତେବେଳେ ପୃଥିବୀରେ ମୋବାଇଲ ଫୋନ୍ ନଥିଲା, ଧୂସର ପୃଥିବୀ ତ ଧୂସର ଥିଲା, ସବୁଜ ଧରିତ୍ରୀ ମଧ୍ୟ ସବୁଜ ହିଁ ଥିଲା, ଆକାଶ ବି ଆଜି ପରି ରଙ୍ଗ ବଦଳାଉଥିଲା, ଋତୁ ମଧ୍ୟ ଠିକ୍ ଏମିତି ବଦଳୁଥିଲା, ଝରଣା କୁଳୁକୁଳୁ ହୋଇ ବହି ଚାଲିଥିଲା । ଶାନ୍ତ ସମୁଦ୍ର ଲୋକେ ଦେଖୁଛନ୍ତି ବୋଲି ନିଜ ବେଳାଭୂମିରେ ଅଶାନ୍ତ ହେବାର ଅଭିନୟକୁ ବି ବେଶ୍ ଜାରି ରଖିଥିଲା ।ସବୁକିଛି ଆଜିପରି ଥିଲା । ଖାଲି ମୋବାଇଲ ଫୋନ୍ ନ ଥିଲା । ଏବଂ ଏ ଧରା, ଏ ଆକାଶ, ଏ ଋତୁ, ଏ ଝରଣା, ଏ ସମୁଦ୍ର ନିଜ ନିଜ ଜାଗାରେ ହଜାର ହଜାର ବର୍ଷ ଧରି ଅଚଳ ଥିଲେ, ଆଞ୍ଚଳିକ ଥିଲେ ଓ ଅନେକଟା ଦୂରସ୍ଥ ମଣିଷ ପାଇଁ ଅଜ୍ଞାତ ଥିଲେ ମଧ୍ୟ । କିନ୍ତୁ ମୋବାଇଲ ଫୋନ୍ ନିଜର ଧରାବତରଣ ପରେ ଏହି ଅଚଳ, ଆଞ୍ଚଳିକ ଓ ସମ୍ୟକ୍ ଅଜ୍ଞାତ ବାତାବରଣକୁ ନିଜର କାଉଁରୀ କାଠି ଛୁଆଇଁ ସଚଳ, ସର୍ବବିଦ୍ୟମାନ ଓ ବେଶ୍ ପରିଚିତ କେବଳ କଲାନାହିଁ, ଲୋକପ୍ରିୟ ମଧ୍ୟ କରିଦେଲା । ଦୁବାଇର ବିସ୍ତୃତ ମରୁଭୂମିରେ ଭୂମି ଖୋଳୁଥିବା ପାଇପ୍ ମିସ୍ତ୍ରୀଟି ଚେରାପୁଞ୍ଜିରେ ତା'ର କୁନି ଗେଲାଝିଅଟି ଘୋର ବର୍ଷାରେ ନାଚୁଥିବା ଦେଖି ଉଲ୍ଲସିତ ହେଲା, ନିଜ ପରିଶ୍ରମ ସାର୍ଥକ ହେବାର ଆନନ୍ଦରେ ବର୍ଷାର କୋମଳତାକୁ ଅନୁଭବ କରି ପ୍ରଚଣ୍ଡ ଉତ୍ତାପର ଦଣ୍ଡକୁ ଭୁଲିଗଲା । ଫ୍ରାନ୍ସର ମୂକ ବଧିର ମହିଳାଜଣକ ବାନ୍ଧବୀର ମୋବାଇଲରେ ଓଡ଼ିଶାର ମଙ୍ଗଳଜୋଡ଼ିରେ ପକ୍ଷୀମାନଙ୍କର ଅପୂର୍ବ ସମାବେଶକୁ ପ୍ରଥମଥର ପାଇଁ ଦେଖି, ନିଜେ ଆସି ମଙ୍ଗଳଜୋଡ଼ିରେ ପହଞ୍ôଚ ĝ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya.
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.