Hot DAYS en Buscalibre hasta 70% dcto y envío gratis   Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
Envío gratis
portada Ujuda Aadhara (en Oriya)
Formato
Libro Físico
Idioma
Oriya
N° páginas
196
Encuadernación
Tapa Blanda
Dimensiones
21.6 x 14.0 x 1.1 cm
Peso
0.25 kg.
ISBN13
9781645604426

Ujuda Aadhara (en Oriya)

Chinua Achebe (Autor) · Black Eagle Books · Tapa Blanda

Ujuda Aadhara (en Oriya) - Achebe, Chinua ; Mishra, Sneha

Libro Nuevo

$ 439.92

$ 799.86

Ahorras: $ 359.94

45% descuento
  • Estado: Nuevo
  • Quedan 94 unidades
Origen: Estados Unidos (Costos de importación incluídos en el precio)
Se enviará desde nuestra bodega entre el Lunes 22 de Julio y el Viernes 02 de Agosto.
Lo recibirás en cualquier lugar de México entre 1 y 3 días hábiles luego del envío.

Reseña del libro "Ujuda Aadhara (en Oriya)"

Things Fall Apart ସବୁଠୁ ଲୋକପ୍ରିୟ ହେବା ସହ ଆର୍ନ୍ତଜାତିକ ପାଠକୀୟ ସ୍ୱୀକୃତି ଲାଭ କରିଛି । ଏହି ପୁସ୍ତକଟି ଷାଠିଏରୁ ଊର୍ଦ୍ଧ୍ୱ ଭାଷାରେ ଅନୂଦିତ ହୋଇସାରିଛି । ଏଥିରେ ଏକ ଅନନ୍ୟ କାହାଣୀ ଓ ବର୍ଣ୍ଣନା ଶୈଳୀ ମାଧ୍ୟମରେ ସେ ୟୁରୋପୀୟ ଉପନିବେଶବାଦକୁ ଆଫ୍ରିକୀୟ ଦୃଷ୍ଟିଭଙ୍ଗୀରେ ଉପସ୍ଥାପନା କରିଛନ୍ତି । ଆଫ୍ରିକାର ନାଇଜେରିଆରେ ଇଂରେଜ ଉପନିବେଶବାଦର ସ୍ଥାପନ ହେଲା ପରେ ଇଂରାଜୀ ଶିକ୍ଷା, ସଭ୍ୟତା ଏବଂ ଖ୍ରାଷ୍ଟଧର୍ମର ପ୍ରଚାର ଓ ପ୍ରସାର ହେଲା । ଏଇ ଧକ୍]କାରେ ନାଇଜେରିଆର ପାରମ୍ପରିକ ସମାଜ ଓ ସଂସ୍କୃତି ଭୁଷୁଡି ପଡ଼ିଲା । ଫଳରେ ନାଇଜେରିଆରେ ଏଯାବତ୍ ଚଳି ଆସୁଥିବା ପୁରୁଣା ଭାବଧାରା ଓ ମୂଲ୍ୟବୋଧର କ୍ରମଶଃ ବିଘଟନ ହେବାକୁ ଲାଗିଲା । ସାଂସ୍କୃତିକ ଆଧାର ଉଜୁଡ଼ି ଗଲା । ଇଂରେଜ ଶାସନ ଓ ଖ୍ରାଷ୍ଟ ଧର୍ମର ଚାପରେ ସାଧାରଣ ଦେଶୀୟ ଜନଜୀବନ ନିଜସ୍ୱ ସଂଗଠନ ହରାଇଲା । ଏମିତି ଏକ ବିକଳ ଓ ବିକଟ ପରିସ୍ଥିତିର ସାମ୍ନା କରୁକରୁ ଉପନ୍ୟାସର ନାୟକ ଓକୋଙ୍କୋ ଶେଷରେ ଆତ୍ମହତ୍ୟା କଲା । କାରଣ ତା ପାଇଁ ସାମାଜିକ ଓ ସାଂସ୍କୃତିକ ରହିତ ଜୀବନ - ଆଉ ଜୀବନ ହେଇ ରହିଲା ନାହିଁ । ଏପରି ଏକ ମର୍ମସ୍ପର୍ଶୀ ସଂଘର୍ଷକୁ ନେଇ Things Fall Apart ର କାହାଣୀ ଉପଜିବ୍ୟ । 'ଉଜୁଡ଼ା ଆଧାର' ଏଇ ସମ୍ବେଦନଶୀଳ ଉପନ୍ୟାସର ଓଡ଼ିଆ ରୂପାନ୍ତର । ଭାରତୀୟ / ଓଡ଼ିଆ ଭାବେ ଆମେ ମଧ୍ୟ ଉପରୋକ୍ତ ପରିସ୍ଥିତିର ସାମ୍ନା କରିଆସୁଛୁ । ଏଇ ପରିପ୍ରେକ୍ଷୀରେ ଏଇ ଅନୁବାଦଟି ଓଡ଼ିଆ ପାଠକଙ୍କୁ ଆମର ଭାଙ୍ଗି

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes